୧ ସେପ୍ଟେମ୍ୱର, ମଙ୍ଗଳବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 31, 2020

୧ ସେପ୍ଟେମ୍ୱର, ମଙ୍ଗଳବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ:ବ୍ୟସ୍ତତା ଭିତରେ ଦିନଟି କଟିବ। ଅପରାହ୍ନ ପରେ ଅସୁସ୍ଥ ଅନୁଭବ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ଖୁସି ଖବର ଶୁଣି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ମିଥୁନ: ପିଲାମାନେ ମନ ଦେଇ ପାଠ ପଢ଼ିବେ। ଅଧିକ ପରିଶ୍ରମ  କରିବେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

କର୍କଟ: ମାନ-ସମ୍ମାନ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ମାଆ, ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

କନ୍ୟା:ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ।

ତୁଳା: ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଛା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:  ପରିବାରରେ ହସ ଓ ଖୁସିର ପରିବେଶ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ। ଋଣ ଦିଅନ୍ତୁ ନାହିଁ।

କୁମ୍ଭ: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଚିହ୍ନା ବ୍ୟକ୍ତିଙ୍କଠାରୁ ଦୂରେଇ ରୁହନ୍ତୁ।

ମୀନ: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଦ୍ୱନ୍ଦ୍ୱ ଭିତରେ ରହିବେ। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

The post ୧ ସେପ୍ଟେମ୍ୱର, ମଙ୍ଗଳବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ appeared first on Odisha Reporter.



from Odisha Reporter https://ift.tt/3hKup1W

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages