ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 10, 2020

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପ୍ରଣବ ମୁଖାର୍ଜୀ। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଶ୍ରୀ ମୁଖାର୍ଜୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବାରୁ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ନିଜ ଆଡ଼ୁ ଟେଷ୍ଟ କରାଇବାକୁ ନିବେଦନ କରିଛନ୍ତି।

ସେ ଟ୍ୱିଟ ଯୋଗେ କହିଛନ୍ତି, “ମୁଁ ଆଉ କିଛି ହସ୍ପିଟାଲ ଯାଇଥିଲି। କିନ୍ତୁ ସେଠାରେ ମୁଁ କରୋନା ଟେଷ୍ଟ କରାଇଥିଲି। ମୋ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମୋ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜକୁ ଆଇସୋଲେଟେଡ୍‌ କରିବା ସହ ନିଜର ଟେଷ୍ଟ କରାଇ ନିଅନ୍ତୁ।”

The post ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/3iiyqdY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages