ଆହୁରି ୨ ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 14, 2020

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ବରଗଡ଼, ସମ୍ବଲପୁର,  ଝାରସୁଗୁଡ଼ା, ବଲାଙ୍ଗିର, ଦେବଗଡ଼, ଅନୁଗୁଳ, ବୌଦ୍ଧ,  ନୂଆପଡ଼ା ଓ ସୋନପୁର ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ଯୋଗୁ  ରାଜ୍ୟରେ ଆହୁରି ୨ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

ଲଘୁଚାପ ଯୋଗୁ ଏବେ ରାଜ୍ୟରେ ଦକ୍ଷିଣ ପଶ୍ଚିମ  ମୌସୁମୀ ବାୟୁ ସକ୍ରିୟ ହୋଇଛି । ଏପଟେ ଲଗାଣ ବର୍ଷା ସତ୍ତ୍ୱେ ଜୁନ ୧ରୁ ଅଗଷ୍ଟ ୧୪ ଯାଏଁ ରାଜ୍ୟରେ ୧୩ ପ୍ରତିଶତ  କମ୍ ବର୍ଷା ହୋଇଛି । ତେବେ ଅଧିକାଂଶ ଜିଲ୍ଲାରେ ବର୍ଷା  ପରିମାଣ ସ୍ୱାଭାବିକ ଥିବା ସୂଚନା ଦେଇଛନ୍ତି ପାଣିପାଗ  କେନ୍ଦ୍ର ନିର୍ଦ୍ଦେଶକ । ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା  ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ  ଆକଳନ କରିଛି ।

The post ଆହୁରି ୨ ଦିନ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/2DVadf1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages