ରାଜ୍ୟରେ କରୋନା ଯୋଗୁ ଆଖି ବୁଜିଲେ ୯ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 4, 2020

ରାଜ୍ୟରେ କରୋନା ଯୋଗୁ ଆଖି ବୁଜିଲେ ୯ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫, ଗଜପତି, କେନ୍ଦୁଝର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖା ପ୍ରାଣ ହରାଇଛନ୍ତି। କେନ୍ଦୁଝର ଜିଲ୍ଲାରେ ପ୍ରଥମ କରୋନା ମୃତ୍ୟୁ ହୋଇଥିବା ବେଳେ  ଗଞ୍ଜାମ ଜିଲ୍ଲାରେ ଏହି ସଂଖ୍ୟା ୧୧୭ ଛୁଇଁଛି। ଏହାବ୍ୟତୀତ ଗଜପତିରେ ୧୪, ଖୋର୍ଦ୍ଧାରେ ୩୧,ସୁନ୍ଦରଗଡ଼ରେ ୧୧ରେ ଏହି ସଂଖ୍ୟା ପହଞ୍ଚିଛି।

The post ରାଜ୍ୟରେ କରୋନା ଯୋଗୁ ଆଖି ବୁଜିଲେ ୯ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2PprwHp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages