ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 12, 2020

ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ରାଉରକେଲା(ଓଡ଼ିଶା ରିପୋର୍ଟର):ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ  ଗର୍ଭପାତ ଘଟଣା ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଘଟଣାର ଖୋଳତାଡ଼ କରିବା ପାଇଁ ସୁନ୍ଦରଗଡ଼ରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ଏହି ଘଟଣାରେ ସମ୍ପୃକ୍ତ ବହିଷ୍କୃତ ଥାନା ଅଧିକାରୀ ଓ ଡାକ୍ତରଙ୍କୁ ମଧ୍ୟ ଜେରା କରିବ କ୍ରାଇମବ୍ରାଞ୍ଚ । 

ନାବଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନା ଅଧିକାରୀଙ୍କୁ ପୂର୍ବୁର ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଟିମ୍ । କାର୍ଯ୍ୟରେ ଅବହେଳା ଓ ବେଆଇନ କାମ ଯୋଗୁଁ ଅଭିଯୁକ୍ତ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ  ଡିଜିପି ପୂର୍ବରୁ ଚାକିରିରୁ ବହିଷ୍କାର କରିଥିଲେ ।

ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଓ ତା’ର ଗର୍ଭପାତ କରାଇବା ନେଇ ଆନନ୍ଦ ମାଝୀଙ୍କ ନାଁରେ ଅଭିଯୋଗ ହୋଇଥିଲା।  ଅସହାୟ ଅବସ୍ଥାରେ  ନାବାଳିକାଙ୍କୁ  ଉଦ୍ଧାର କରି ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରାଯାଇଥିଲା।

The post ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ appeared first on Odisha Reporter.



from Odisha Reporter https://ift.tt/2F8IPdM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages