ଖୋଲିଲା ହୀରାକୁଦର ୨୮ ଗେଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 28, 2020

ଖୋଲିଲା ହୀରାକୁଦର ୨୮ ଗେଟ୍‌

ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ୍ ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ତେବେ ହୀରାକୁଦ ଡ୍ୟାମକୁ ୬ ଲକ୍ଷ ୫୬ ହଜାର ୬  କ୍ୟୁସେକ୍ ଜଳ ପ୍ରବେଶ କରୁଛି। ଏଥିସହ ହୀରାକୁଦରୁ ୩ ଲକ୍ଷ ୩୫ ହଜାର ୬୫୮ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ହୀରାକୁଦ ଡ୍ୟାମ୍‌ ଗେଟ୍ ଖୋଲିବା ଦ୍ୱାରା ଫୁଲୁଛି ମହାନଦୀ।

ସୂଚନାଯୋଗ୍ୟ, ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଦେଇ ଆଜି ସକାଳେ ଜଳ ନିଷ୍କାସନ ଜାରି ରହିଥିଲା। ଏହାପରେ ଆଉ ୪ଟି ଗେଟ୍ ଖୋଲାଯାଇଥିଲା। ଫଳରେ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା।  ଏବେ  ଆଉ ୪ଟି ଗେଟ୍‌ ଖୋଲା ଯାଇଛି। ଯଦ୍ୱାରା ବର୍ତ୍ତମାନ ୨୮ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍ପାସନ ହେଉଛି। ଏହାପରେ ସ୍ଥିତି ଦେଖଇ ୩୬ଟି ପର୍ଯ୍ୟନ୍ତ ଗେଟ୍‌ ଖୋଲାଯିବାର ସମ୍ଭାବନା ଥିବା ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।

 

 

 

The post ଖୋଲିଲା ହୀରାକୁଦର ୨୮ ଗେଟ୍‌ appeared first on Odisha Reporter.



from Odisha Reporter https://ift.tt/32yZtLS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages