ଆକ୍ରାନ୍ତ ଚିହ୍ନଟ; ବନ୍ଦ ହେଲା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 2, 2020

ଆକ୍ରାନ୍ତ ଚିହ୍ନଟ; ବନ୍ଦ ହେଲା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସରକାରୀ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ ପଡ଼ିନାହିଁ । ପାନପୋଷ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉପଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟାଳୟକୁ ସୋମବାର ଏବଂ ମଙ୍ଗଳବାର ଦୁଇଦିନ ଲାଗି ବନ୍ଦ ରଖାଯାଇଛି ।

କାର୍ଯ୍ୟାଳୟର ସମସ୍ତ ବିଭାଗକୁ sanitize ମଧ୍ୟ କରାଯାଉଛି । ସେହିପରି ତହସିଲ କାର୍ଯ୍ୟାଳୟକୁ ମଧ୍ୟ sanitize କରାଯିବା ସହ ଲୋକମାନଙ୍କ ଯିବା ଆସିବା ଉପରେ କଟକଣା ଲଗାଯାଇଛି ।

ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୧ରେ ପହଞ୍ଚିଥିବା ବେଳେ ୧୦ ଜଣ ଆଖି ବୁଜି ସାରିଲେଣି।

The post ଆକ୍ରାନ୍ତ ଚିହ୍ନଟ; ବନ୍ଦ ହେଲା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ appeared first on Odisha Reporter.



from Odisha Reporter https://ift.tt/3gnCTLR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages