୪ରେ ଲଘୁଚାପ, ତିନୋଟି ଜିଲ୍ଲାର କିଛି ସ୍ଥାନରେ ହୋଇପାରେ ପ୍ରବଳ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 2, 2020

୪ରେ ଲଘୁଚାପ, ତିନୋଟି ଜିଲ୍ଲାର କିଛି ସ୍ଥାନରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୪ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ।

ଅନ୍ୟପକ୍ଷରେ ଆଜିଠୁ ୫ ତାରିଖ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏହି ସମୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ନେଇ ସୂଚନା ମିଳିଛି।

 

 

The post ୪ରେ ଲଘୁଚାପ, ତିନୋଟି ଜିଲ୍ଲାର କିଛି ସ୍ଥାନରେ ହୋଇପାରେ ପ୍ରବଳ ବର୍ଷା appeared first on Odisha Reporter.



from Odisha Reporter https://ift.tt/33eK1q9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages