ନୂଆଁଖାଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 22, 2020

ନୂଆଁଖାଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର କହିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ବଲପୁରୀ ଭାଷାରେ ଏହି ଟ୍ୱିଟ୍ କରିଥିବା ବେଳେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି।


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆଁଖାଇ ଅବସରରେ ଶୁଭକାମନା ଜଣାଇ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି।

The post ନୂଆଁଖାଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/2FPOnuc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages