କାଲି ପରି ଆଜି ବି ଆଖି ବୁଜିଲେ ୧୨ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 8, 2020

କାଲି ପରି ଆଜି ବି ଆଖି ବୁଜିଲେ ୧୨ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତକାଲି ୧୨ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଆଜି ବି ଏହି ସଂଖ୍ୟା ସମାନ  ରହିଛି।    ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।  ସେହିପରି ଖୋର୍ଦ୍ଧା, ଗଜପତି, ବରଗଡ଼, ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

ଫଳରେ ଗଞ୍ଜାମରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୨୫ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୩୩, ସୁନ୍ଦରଗଡ଼ରେ ୧୭, କନ୍ଧମାଳରେ ୫,  କେନ୍ଦୁଝରରେ ୪, ବାଲେଶ୍ୱରରେ ୪, ବରଗଡ଼ରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post କାଲି ପରି ଆଜି ବି ଆଖି ବୁଜିଲେ ୧୨ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2DNYL4p

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages