ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ୧୮୩୩ ପଜିଟିଭ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 6, 2020

ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ୧୮୩୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୯ ଜିଲ୍ଲାରୁ ୧୮୩୩  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।୭୧୫ ହେଉଛି ଲୋକାଲ୍ କେସ୍‌।

ଦୀର୍ଘ ଦିନ ଧରି ଗଞ୍ଜାମରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଏହି ସ୍ଥାନ ଅକ୍ତିଆର କରିଛି ଖୋର୍ଦ୍ଧା। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରେ ୨୭୯,  ରାୟଗଡ଼ା ଜିଲ୍ଲାରୁ ୧୫୨, କଟକରୁ ୧୨୪, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ରେ ପହଞ୍ଚିଥିବା ବେଳେ ୨୬,୮୮୭ ଜଣ ସୁସ୍ଥ ହୋଇଛନ୍ତି। ଏହାବ୍ୟତୀତ ରାଜ୍ୟରେ ୧୫,୩୭୦ ଜଣ କରୋନା ଆକ୍ରାନ୍ତ  ଚିକିତ୍ସାଧୀନ ଅଛନ୍ତି।

The post ରେକର୍ଡ ଭାଙ୍ଗିଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ୧୮୩୩ ପଜିଟିଭ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3a7LH67

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages