ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
ସକାଳ ୮ଟା ୩୦ ପର୍ଯ୍ୟନ୍ତ ୭ଟି ଜିଲ୍ଲାବାସୀ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି-ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।
The post ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରୁହନ୍ତୁ appeared first on Odisha Reporter.
from Odisha Reporter https://ift.tt/3lBkkXt
No comments:
Post a Comment