ସହକାରୀ ବନ ସଂରକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 5, 2020

ସହକାରୀ ବନ ସଂରକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀର ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ଆଜି ସକାଳେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏହି ଚଢ଼ଉ କରାଯାଇଥିଲା।

ପ୍ରଶାନ୍ତଙ୍କ ପୁରୀ ଅଫିସ, ଭଡ଼ାଘର, ଢେଙ୍କାନାଳରେ ଥିବା ଶ୍ୱଶୁର ଘର, ବାଲିଅନ୍ତା ସିସିଲୋରେ ଥିବା ନିଜ ପୈତୃକ ଘର ଓ ଭୁବନେଶ୍ୱରର ମହାଭୋଇ ନଗରରେ ଥିବା ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଭିଜିଲାନ୍ସ ବିଭାଗର ପାଞ୍ଚଟି ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି।

The post ସହକାରୀ ବନ ସଂରକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ appeared first on Odisha Reporter.



from Odisha Reporter https://ift.tt/2XrWB1s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages