ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 26, 2020

ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୭ ମୃତକଙ୍କ ମଧ୍ୟରେ କେବଳ ସମ୍ବଲପୁର ଜିଲ୍ଲାରୁ ୩ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ବରଗଡ଼ ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧ ଓ ଭଦ୍ରକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/2YCWHnG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages