ଡାକ୍ତରମାନଙ୍କୁ ଏହି ପରାମର୍ଶ ଦେଲେ ହାଇକୋର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 12, 2020

ଡାକ୍ତରମାନଙ୍କୁ ଏହି ପରାମର୍ଶ ଦେଲେ ହାଇକୋର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମେଡିକାଲ ପ୍ରେସ୍କ୍ରିପସନ୍ କ୍ୟାପିଟାଲ ଲେଟରରେ ଲେଖିବାକୁ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛନ୍ତି ହାଇକୋର୍ଟଙ୍କ। ଏମ୍‌ସିଆଇର ଗାଇଡଲାଇନ୍ ଅନୁସାରେ ଏହାକୁ କାର୍ଯ୍ୟକାରୀ କରିବାକୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ କୋର୍ଟ ଏହି ପରାମର୍ଶ ଦେଇଛନ୍ତି।

ଏକ ଜାମିନ୍ ଆବେଦନ ମାମଲାରେ ରାୟ ଦେବା ବେଳେ ଏହି ପରାମର୍ଶ ଦେଇଛନ୍ତି ହାଇକୋର୍ଟ। ରାଜ୍ୟର ସବୁ ଡାକ୍ତର ପ୍ରେସ୍କ୍ରିପସନ୍ରରେ ଲେଖିଲା ବେଳେ ଔଷଧର ନାଁ କ୍ୟାପିଟାଲ ଲେଟରରେ ଲେଖିବାକୁ କୁହାଯାଇଛି।

The post ଡାକ୍ତରମାନଙ୍କୁ ଏହି ପରାମର୍ଶ ଦେଲେ ହାଇକୋର୍ଟ appeared first on Odisha Reporter.



from Odisha Reporter https://ift.tt/31PCRq3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages