କରୋନା ନେଇଗଲା କ୍ୟାବିନେଟ୍ ମନ୍ତ୍ରୀଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 1, 2020

କରୋନା ନେଇଗଲା କ୍ୟାବିନେଟ୍ ମନ୍ତ୍ରୀଙ୍କ ଜୀବନ

ଲକ୍ଷ୍ନୌ: କରୋନା ନେଇଗଲା ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କ ଜୀବନ। ତାଙ୍କ ନାଁ କମଳ ରାଣୀ ବରୁଣ। ସେ ଉତ୍ତର ପ୍ରଦେଶ ସରକାରରେ ବୈଷୟିକ ଶିକ୍ଷା ମନ୍ତ୍ରୀ ଥିଲେ।

ପୂର୍ବରୁ ସାଂସଦ ମଧ୍ୟ ରହିସାରିଥିବା କମଳ ରାଣୀ ବରୁଣ କରୋନାରେ ସଂକ୍ରମିତ ହୋଇ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସିତ ହେଉଥିଲେ।

ଜୁଲାଇ ୧୮ ତାରିଖରେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଜଣାପଡ଼ିଥିଲା। ଏହା ପରେ ତାଙ୍କୁ ପିଜିଆଇରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଯାଇଛି। ୧୯୫୮ ମସିହା ମେ’ ୩ ତାରିଖରେ ସେ ଜନ୍ମ ହୋଇଥିଲେ।

The post କରୋନା ନେଇଗଲା କ୍ୟାବିନେଟ୍ ମନ୍ତ୍ରୀଙ୍କ ଜୀବନ appeared first on Odisha Reporter.



from Odisha Reporter https://ift.tt/2EzDThM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages