ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ମାସ ଶେଷ ସପ୍ତାହରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ। ଆଜି ଏହି ସୂଚନା ଦେଇଛନ୍ତି
ବରିଷ୍ଠ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା।
ସେ କହିଛନ୍ତି ଯେ, ଚଳିତ ମାସ ଶେଷ ସପ୍ତାହରେ ବସିପାରେ ବିଧାନସଭା। ଏନେଇ ମୁଁ ଦୁଇ ଦିନ ତଳେ ବାଚସ୍ପତିଙ୍କ ସହ ଆଲୋଚନା ହୋଇଥିଲା। ବାଚସ୍ପତି ଖୁବ୍ଶୀଘ୍ର ବିଧାନସଭା ଅଧିବେଶନ ଡାକିବେ ବୋଲି କହିଛନ୍ତି।
The post ଶେଷ ସପ୍ତାହରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ appeared first on Odisha Reporter.
from Odisha Reporter https://ift.tt/2Pzi8kB
No comments:
Post a Comment