ଆସନ୍ତା ୯ରୁ OJEE ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 11, 2020

ଆସନ୍ତା ୯ରୁ OJEE ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  କରୋନା ମହାମାରୀ ଯୋଗୁ ୫ ମାସରୁ ଊର୍ଦ୍ଧ୍ୱ ହେବ ବନ୍ଦ ରହିଛି ସ୍କୁଲ, କଲେଜ। ପାଠପଢ଼ା ମଧ୍ୟ ଠପ୍‌ ହୋଇଯାଇଛି। ଏପରି ସ୍ଥିତିରେ ଆସନ୍ତା ମାସ ଅନୁଷ୍ଠିତ ହେବ OJEE ପରୀକ୍ଷା। ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏ ହେବ  ଅନୁଷ୍ଠିତ ହେବ ଏହି ପରୀକ୍ଷା।

ପ୍ରଥମ ଥର ପାଇଁ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି)  ଅନୁଷ୍ଠିତ ହେବ ।  ଏନେଇ ବୈଷୟିକ ଶିକ୍ଷା ଓ ତାଲିମ୍ ନିର୍ଦ୍ଦେଶାଳୟ ପକ୍ଷରୁ ୧୬ଟି ଜିଲ୍ଲାର ସରକାରୀ ପଲିଟେକନିକ ଓ ITI କଲେଜ ଅଧ୍ୟକ୍ଷଙ୍କୁ ଚିଠି କରାଯାଇଛି। OJEE, TCS ଅଧିକାରୀ ବିଭିନ୍ନ କଲେଜ ବୁଲି ପରୀକ୍ଷା କେନ୍ଦ୍ର ଚୟନ କରିବେ। ପରିଦର୍ଶନ ସମୟରେ ସହଯୋଗ କରିବାକୁ ଅଧ୍ୟକ୍ଷମାନଙ୍କୁ ଅନୁରୋଧ କରାଯାଇଛି।

The post ଆସନ୍ତା ୯ରୁ OJEE ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/30NFvxj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages