ମୃତକଙ୍କର ହେବନି କରୋନା ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 22, 2020

ମୃତକଙ୍କର ହେବନି କରୋନା ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବନି। ଏଥିନିମନ୍ତେ ସବୁ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ଅଯଥାରେ ଶବ ହସ୍ତାନ୍ତର ବିଳମ୍ବ ହେବା ସହ ମୃତକଙ୍କ ପରିବାରବର୍ଗ ଶୋଷଣରୁ ମୁକ୍ତ ହୋଇପାରିବେ ।

ଏଥିସହ ଯେଉଁ ସରକାରୀ ଓ ବେସରକାରୀ ଡାକ୍ତରଖାନାଗୁଡିକରେ କରୋନା ସଂକ୍ରମିତଙ୍କ ଚିକିତ୍ସା ଚାଲିଛି ସେଠାରେ ପ୍ରାଣ ହରାଉଥିବା ରୋଗୀଙ୍କ ସମସ୍ତ ତଥ୍ୟ ୪୮ ଘଣ୍ଟା ଭିତରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରୋଗୀଙ୍କ ବେଡହେଡ ଟିକେଟ, ବିଭିନ୍ନ ନମୁନା ପରୀକ୍ଷା ରିପୋର୍ଟ, କୋଭିଡ୍ ପରୀକ୍ଷା ରିପୋର୍ଟ ଦାଖଲ କରିବାକୁ ହେବ ।

ରୋଗୀଙ୍କର ପୂର୍ବରୁ କେଉଁ ପ୍ରକାର ରୋଗ ରହିଥିଲା, ଆଡମିସନ ସମୟରେ ତାଙ୍କର କି କି ଲକ୍ଷଣ ରହିଥିଲା ସେ ସମ୍ପର୍କରେ ରାଜ୍ୟସ୍ତରୀୟ କମିଟିକୁ ଜଣାଇବାକୁ ପଡିବ । ଏଥିରେ କରୋନା  ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ନାଁ ଓ ଯୋଗାଯୋଗ ନମ୍ବର ମଧ୍ୟ ରହିବ ।

The post ମୃତକଙ୍କର ହେବନି କରୋନା ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/2RPHgVj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages