ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୭୫, ୮୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨,୮୦,୪୨୩କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୩୩,୨୩,୯୫୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮,୮୩,୬୯୭ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି ଦେଶରେ ଆଉ ୧,୧୩୩ ଜଣଙ୍କର କରୋନା ଜନିତ ମୃତ୍ୟୁ ଘଟିଛି। ଏହା ସହିତ ମୃତ୍ୟ ସଂଖ୍ୟା ୭୨,୭୭୫କୁ ବୃଦ୍ଧି ପାଇଛି।
The post ୭୫ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁସଂଖ୍ୟା ୭୨ ହଜାର ଟପିଲା appeared first on Odisha Reporter.
from Odisha Reporter https://ift.tt/3m0CO44
No comments:
Post a Comment