ରାଜ୍ୟରେ କରୋନାରେ ସର୍ବାଧିକ ୧୬ ଜଣଙ୍କ ମୃତ୍ୟୁ, ସଂଖ୍ୟା ଟପିଲା ୭୫୦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 23, 2020

ରାଜ୍ୟରେ କରୋନାରେ ସର୍ବାଧିକ ୧୬ ଜଣଙ୍କ ମୃତ୍ୟୁ, ସଂଖ୍ୟା ଟପିଲା ୭୫୦

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬  ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୫୨ରେ ପହଞ୍ଚି ଯାଇଛି।

୧୬ ମୃତକଙ୍କ ମଧ୍ୟରେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଆଖି ବୁଜିଥିବା ବେଳେ ପୁରୀରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ବଳାଙ୍ଗିରରୁ ଜଣେ, ମୟୂରଭଞ୍ଜ, ନୟାଗଡ଼, ସୁବର୍ଣ୍ଣପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ କରୋନାରେ ସର୍ବାଧିକ ୧୬ ଜଣଙ୍କ ମୃତ୍ୟୁ, ସଂଖ୍ୟା ଟପିଲା ୭୫୦ appeared first on Odisha Reporter.



from Odisha Reporter https://ift.tt/303Yxie

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages