ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 27, 2020

ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ।  ରାଜ୍ୟର ୧ ହଜାର ୨୯ଟି କଲେଜ୍ ପାଇଁ ୨ ଲକ୍ଷ ୧୨ ହଜାର ୯୯୮ ଛାତଛାତ୍ରୀ ଆବେଦନ କରିଛନ୍ତି । ଆଜି ହିଁ ସାମ୍ସ ଆକାଉଣ୍ଟରେ ଆଡମିଶନ ଲାଗି ଇ-ଡିପୋଜିଟ୍ କରିବେ ଛାତ୍ରଛାତ୍ରୀ ।

ଅକ୍ଟୋବର ୮ ତାରିଖରେ ଦ୍ୱିତୀୟ ମେରିଟ୍ ତାଲିକା ପ୍ରକାଶ ପାଇବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୮ରୁ ଯୁକ୍ତ ୩ର ବିଭିନ୍ନ ବିଭାଗରେ ଆବେଦନ ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ କଲେଜ୍‌ରେ ଆଡମିଶନ୍ ପାଇଁ ଛାତଛାତ୍ରୀ ଇ-ଆଡମିଶନ୍ ଲାଗି ଆବେଦନ କରିଛନ୍ତି ।

 

The post ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ appeared first on Odisha Reporter.



from Odisha Reporter https://ift.tt/30fDWr5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages