ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତା ତଥା ଅବସରପ୍ରାପ୍ତ ଆଇପିଏସ୍ ଅଫିସର ଅଶୋକ ସାହୁଙ୍କ ପରଲୋକ ହୋଇଯାଇଛି।
କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା।
ଅସୁସ୍ଥତା ଯୋଗୁଁ ତାଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଆସାମର ଅତିରିକ୍ତ ପୋଲିସ ଡିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇ ରାଜନୀତିରେ ପାଦ ଥାପିଥିଲେ ଅଶୋକ ସାହୁ।
The post ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ appeared first on Odisha Reporter.
from Odisha Reporter https://ift.tt/2FLv8BM
No comments:
Post a Comment