ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୩୯୯୬ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 10, 2020

ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୩୯୯୬ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୯୯୬  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩୫୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୬୩୭ ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରେ ସଂକ୍ରମିତଙ୍କ ସଂଖ୍ୟା କମିବା ନାଁ ଧରୁ ନ ଥିବା ବେଳେ ଆଜି ବି ସର୍ବାଧିକ ୬୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ  କଟକରୁ ୩୫୪, ବାଲେଶ୍ୱରରୁ ୨୦୯, ମୟୂରଭଞ୍ଜରୁ ୧୬୦, ନବରଙ୍ଗପୁରରୁ ୧୫୧,  କେନ୍ଦ୍ରାପଡ଼ାରୁ ୧୩୦, ଜଗତସିଂହପୁରରୁ ୧୨୨, ଯାଜପୁରରୁ ୧୧୯, ଭଦ୍ରକ ଜିଲ୍ଲାରୁ ୧୧୨ ଓ ନୂଆପଡ଼ାରୁ ୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୩୯୯୬ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2F9sar9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages