ଘରୋଇ ହସ୍ପିଟାଲ କର୍ମଚାରୀଙ୍କୁ ଗୁଳି କଲେ ପୂର୍ବତନ ସେନା କର୍ମଚାରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 7, 2020

ଘରୋଇ ହସ୍ପିଟାଲ କର୍ମଚାରୀଙ୍କୁ ଗୁଳି କଲେ ପୂର୍ବତନ ସେନା କର୍ମଚାରୀ

ଭୁବନେଶ୍ୱର (ଓଡିଶା ରିପୋର୍ଟର): ଭୁବନେଶ୍ୱର ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳରେ ଗୁଳିକାଣ୍ଡ ଘଟିଛି। ଏକ ଘରୋଇ ହସ୍ପିଟାଲର ଜଣେ କର୍ମଚାରୀଙ୍କୁ ଜଣେ ପୂର୍ବତନ ସେନା କର୍ମଚାରୀ ଗୁଳି କରିଥିବା ଅଭିଯୋଗ ହୋଇଛି। ଆହତ ବ୍ୟକ୍ତିଙ୍କ ନାଁ କୁଞ୍ଜବିହାରୀ ବେହେରା। ତାଙ୍କ ହାତରେ ଗୁଳି ବାଜିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ପୂର୍ବତନ ସେନା କର୍ମଚାରୀଙ୍କ ନାଁ ଅଶ୍ୱିନୀ ରାଉତ। ସେ ନିଜ ଡବଲ ବ୍ୟାରେଲ୍ ରାଇଫଲରେ କୁଞ୍ଜବିହାରିଙ୍କୁ ଗୁଳି କରିଥିଲେ।  ତେବେ ସେ କାହିଁକି ଗୁଳି କଲେ, ତା’ର କାରଣ ଜଣାପଡ଼ିନି। ପୁଲିସ ଘଟଣାର ଖୋଳତାଡ଼ କରୁଛି।

The post ଘରୋଇ ହସ୍ପିଟାଲ କର୍ମଚାରୀଙ୍କୁ ଗୁଳି କଲେ ପୂର୍ବତନ ସେନା କର୍ମଚାରୀ appeared first on Odisha Reporter.



from Odisha Reporter https://ift.tt/3lZ2s93

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages