ବୌଦ୍ଧରେ କରୋନା ନେଲା ପ୍ରଥମ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 15, 2020

ବୌଦ୍ଧରେ କରୋନା ନେଲା ପ୍ରଥମ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୮ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ଏହି ମୃତକଙ୍କ ମଧ୍ୟରେ ଜଣେ ବୌଦ୍ଧ ଜିଲ୍ଲାର ଅଛନ୍ତି। ସେ ଜଣେ ମହିଳା। ତାଙ୍କୁ ୬୫ ବର୍ଷ ହୋଇଥିଲା।

ବୌଦ୍ଧ ଜିଲ୍ଲାରେ ଏଯାବତ୍ ୧,୧୪୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୭୭୮ ଜଣ ସୁସ୍ଥ ହୋଇସାରିଲେଣି। ସେହିପରି ୩୬୩ ଜଣ ଚିକିତ୍ସାଧୀନ ଅଛନ୍ତି।


ବୌଦ୍ଧରେ ଜଣଙ୍କ ମୃତ୍ୟୁ ଘଟିବା ସହିତ କରୋନାରେ ରାଜ୍ୟର ୩୦ଟି ଜିଲ୍ଲାରୁ ୨୮ଟି ଜିଲ୍ଲାରେ କରୋନା ଲୋକଙ୍କ ଜୀବନ ନେଇ ସାରିଲାଣି। ଦେବଗଡ଼ ଓ ନୂଆପଡ଼ା ଜିଲ୍ଲାରେ ଏପର୍ଯ୍ୟନ୍ତ କରୋନାରେ କାହାରି ମୃତ୍ୟୁ ଘଟିନାହିଁ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ରେ ପହଞ୍ଚିଯାଇଛି।

The post ବୌଦ୍ଧରେ କରୋନା ନେଲା ପ୍ରଥମ ଜୀବନ appeared first on Odisha Reporter.



from Odisha Reporter https://ift.tt/2E29hpt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages