ରାଜଧାନୀରେ ମହିଳାଙ୍କଠାରୁ ୫ ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 8, 2020

ରାଜଧାନୀରେ ମହିଳାଙ୍କଠାରୁ ୫ ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଫୁଲନଖରା ନିକଟ ତ୍ରିନାଥ ବଜାର ଛକରୁ ଜଣେ ମହିଳା ଲୁଟ୍‌ର ଶିକାର ହୋଇଛନ୍ତି। ମହିଳାଙ୍କ ସ୍କୁଟିରୁ ବ୍ୟାଗ ସହ ୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ମହିଳା ଜଣଙ୍କ ପାହାଳରେ ବ୍ୟାଙ୍କରୁ ଟଙ୍କା ଉଠାଇ ଯାଉଥିବା ବେଳେ ଏହି ଘଟଣା ଘଟିଥିଲା। ମିଳିଥିବା ସୂଚନା ଅନୁଯାୟୀ, ସ୍କୁଟି ରଖି ମହିଳା ଜଣଙ୍କ ଆଉ ଜଣଙ୍କ ସହ କଥା ହେଉଥିବା ବେଳେ ପଛରୁ ଆସି ଟଙ୍କା ଭର୍ତ୍ତି ବ୍ୟାଗ ଧରି ପଳାଇଲେ ଦୁର୍ବୃତ୍ତ। ତେବେ ପୂରା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।

The post ରାଜଧାନୀରେ ମହିଳାଙ୍କଠାରୁ ୫ ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ appeared first on Odisha Reporter.



from Odisha Reporter https://ift.tt/3ha9LqM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages