ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆକୁ ହାଣିଦେଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 2, 2020

ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆକୁ ହାଣିଦେଲେ

କଟକ(ଓଡ଼ିଶା ରିପୋର୍ଟର): ଟ୍ୱିନ୍‌ ସିଟିରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ଅପରାଧୀ।  ଦୁର୍ଦ୍ଦାନ୍ତ ଅପରାଧୀ ପ୍ରକାଶ ବେହେରା ଓରଫ୍ ହାଡ଼ିଆକୁ ଗତକାଲି କଟକରେ ହତ୍ୟା କରାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାକୁ ହତ୍ୟା କରାଯାଇଥିବା ସୂଚନା ମିଳିଛି ।

ସତୀଚଉରା ନିକଟ ଇପ୍ସାରଗଡ଼ା ନିକଟରେ ଗତକାଲି  ହାଡିଆ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିଲା।  ଦୁଇରୁ ତିନି ଜଣ ଦୁର୍ବୃତ୍ତ ଆସି ହାଡ଼ିଆ ଆକ୍ରମଣ କରିଥିଲେ । ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ହତ୍ୟାକାଣ୍ଡରେ କେଉଁମାନଙ୍କ ସଂପୃକ୍ତି ଅଛନ୍ତି ସେ ନେଇ ଛାନଭିନ୍ କରୁଛି ।

ମୃତ ହାଡିଆ ନାଁରେ ବିଭିନ୍ନ ଥାନାରେ ପୂର୍ବରୁ ମାମଲା ରହିଛି । କିଛି ଦିନ ତଳେ ହାଡିଆ ମଦଦୋକାନ ଉପରକୁ ବୋମାମାଡ ହୋଇଥିଲା  । ଏନେଇ ମଧ୍ୟ  ପୁଲିସ୍‌ ତଦନ୍ତ କରୁଛି ।

The post ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆକୁ ହାଣିଦେଲେ appeared first on Odisha Reporter.



from Odisha Reporter https://ift.tt/3lMw9KH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages