ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 21, 2020

ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ରେ ପହଞ୍ଚି ଯାଇଛି।

ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।


ଏହା ସହିତ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୨୧୮ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୧୦୬, ବାଲେଶ୍ୱରରେ ୧୯, ଭଦ୍ରକରେ ୧୨, ବଲାଙ୍ଗିରରେ ୧୭, ମାଲକାନଗିରିରେ ୧୦ ଓ ପୁରୀରେ ୩୮ରେ ପହଞ୍ଚିଛି।

The post ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/2El0oY2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages