ଦୁଇ ଶହ ଟଙ୍କା ପାଇଁ ଭାଇକୁ ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 11, 2020

ଦୁଇ ଶହ ଟଙ୍କା ପାଇଁ ଭାଇକୁ ହତ୍ୟା

ଆସିକା(ମୋନଜ ମୁନି): ଦୁଇ ଶହ ଟଙ୍କା ପାଇଁ ନିଜ ଦାଦା ପୁଅକୁ ଜଣେ ବ୍ୟକ୍ତି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଚମ୍ପେଇତପୁର ଗାଁରେ।

ମୃତ ଯୁବକଜଣଙ୍କ ହେଲେ ବାବୁଲା ଗୌଡ। ପୁଲିସ ଅଭିଯୁକ୍ତ ନୃସିଂହ ଗୌଡଙ୍କୁ ଗତକାଲି ଗିରଫ କରିଛି।

ସୂଚନା ଅନୁସାରେ,  ମାତ୍ର ଦୁଇ ଶହ ଟଙ୍କା ପାଇଁ ବାବୁଲା ଓ ନୃସିଂହ ମଧ୍ୟରେ ଗତକାଲି ବଚସା ହୋଇଥିଲା। ପରେ ନୃସିଂହ ଦାଦା ପୁଅକୁ ହତ୍ୟା କରି ଫେରାର ହୋଇଯାଇଥିଲା । ଖବର ପାଇ ପୁଲିସ  ପହଞ୍ଚି ବିଭିନ୍ନ ସ୍ଥାନରେ ଖୋଳତାଡ଼ ଆରମ୍ଭ କରିଥିଲା। ଏହାପରେ  ନୃସିଂହଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି।

The post ଦୁଇ ଶହ ଟଙ୍କା ପାଇଁ ଭାଇକୁ ହତ୍ୟା appeared first on Odisha Reporter.



from Odisha Reporter https://ift.tt/3hiBupu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages