ଦୋକାନ ଉପରେ ଚଢ଼ି ଓଲଟି ପଡ଼ିଲା ପଥର ବୋଝେଇ ଟ୍ରକ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 18, 2020

ଦୋକାନ ଉପରେ ଚଢ଼ି ଓଲଟି ପଡ଼ିଲା ପଥର ବୋଝେଇ ଟ୍ରକ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୋକାନ ଉପରେ ଚଢ଼ି ଓଲଟି ପଡ଼ିଲା ପଥର ବୋଝେଇ ଟ୍ରକ୍। ଫଳରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।

ଏହି ଦୁର୍ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଛକରେ। ସୂଚନା ଅନୁଯାୟୀ, ଏକାଧିକ ଦୋକାନ ଉପରେ ଚଢ଼ିଯାଇ ପଥର ବୋଝେଇ ଟ୍ରକ୍ଟି ଓଲଟି ପଡ଼ିଥିଲା।

ଏହି ଗୁରୁତର ଆହତ ହୋଇଥିବା ଲୋକଙ୍କୁ ମେଣ୍ଢାଶାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

The post ଦୋକାନ ଉପରେ ଚଢ଼ି ଓଲଟି ପଡ଼ିଲା ପଥର ବୋଝେଇ ଟ୍ରକ୍ appeared first on Odisha Reporter.



from Odisha Reporter https://ift.tt/32IM3Oq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages