ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଟ୍ୱିଟ୍ କରି ଏ ସଂପର୍କରେ ଜଣାଇଛନ୍ତି। ଏହା ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେଇଛନ୍ତି।
ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଧ୍ୟ କରୋନାରେ ଆକ୍ରାନ୍ତ ଥିବା ନେଇ ଆଜି ଜଣାଇଥିଲେ। ସେ ବି ଟ୍ୱିଟ୍ କରି ଏ ସଂପର୍କରେ ଜଣାଇଥିଲେ। ତାଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
The post ଢେଙ୍କାନାଳ ବିଧାୟକଙ୍କୁ କରୋନା appeared first on Odisha Reporter.
from Odisha Reporter https://ift.tt/3hn1MXK
No comments:
Post a Comment