ପୁଣି ଭିଜାଇବ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 7, 2020

ପୁଣି ଭିଜାଇବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ଭିଜାଇବ ବର୍ଷା । ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଆଜି ସକାଳ ସାଢ଼େ ୮ଟା ଯାଏ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସେହି ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ଢେଙ୍କାନାଳ, ବାଲେଶ୍ୱର ଏବଂ ଭଦ୍ରକ ।

ସେହିପରି ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହାଛଡ଼ା ଭୁବନେଶ୍ୱର, କଟକରେ ବି କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

The post ପୁଣି ଭିଜାଇବ ବର୍ଷା appeared first on Odisha Reporter.



from Odisha Reporter https://ift.tt/3h908sD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages