ଶତକୀୟ ବିଜୟ ସହ କ୍ୟାପଟେନ୍ କୁଲଙ୍କ ସଫଳ କମ୍ ବ୍ୟାକ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 20, 2020

ଶତକୀୟ ବିଜୟ ସହ କ୍ୟାପଟେନ୍ କୁଲଙ୍କ ସଫଳ କମ୍ ବ୍ୟାକ୍

ନୂଆଦିଲ୍ଲୀ: ଦିନିକିଆ ବିଶ୍ୱକପ ପରେ ୪୩୭ ଦିନ ଧରି କୌଣସି ମ୍ୟାଚ୍ ଖେଳି ନଥିବା କ୍ୟାପଟେନ୍ କୁଲ୍ ଶନିବାର ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ଭାବେ ଶତକୀୟ ବିଜୟ ହାସଲ କରିଛନ୍ତି। ଆଇପିଏଲ-୧୩ର ଉଦଘାଟନୀ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ୍ ମୁମ୍ବାଇ ଇଣ୍ଡିଆନସକୁ ପାଞ୍ଚ ୱିକେଟର ପରାସ୍ତ କରିବା ସହ ଏହି ରେକର୍ଡର ଅଧିକାରୀ ହୋଇଛନ୍ତି ମହେନ୍ଦ୍ର ସିଂହ ଧୋନି।

ଏହା ସହ ମୁମ୍ବାଇ ଇଣ୍ଡିଆନସ ଠାରୁ ଲଗାତର ପାଞ୍ଚଟି ପରାଜୟ ପରେ ଦଳକୁ ବିଜୟର ସ୍ୱାଦ ମଧ୍ୟ ଦେଇଛନ୍ତି।

ସୂଚନାଯୋଗ୍ୟ, ଏହି ପୂର୍ବତନ ଭାରତୀୟ ଅଧିନାୟକ ଗତ ଅଗଷ୍ଟ ୧୫ ତାରିଖରେ ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ଅସବର ଘୋଷଣା କରିଥିଲେ ହେଁ ଆଇପିଏଲ ଖେଳିବା ଜାରି ରଖିଛନ୍ତି।

The post ଶତକୀୟ ବିଜୟ ସହ କ୍ୟାପଟେନ୍ କୁଲଙ୍କ ସଫଳ କମ୍ ବ୍ୟାକ୍ appeared first on Odisha Reporter.



from Odisha Reporter https://ift.tt/3cnnNVy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages