ରାଜ୍ୟରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 9, 2020

ରାଜ୍ୟରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା  ଆକ୍ରାନ୍ତ । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୯୧ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ଆଖି ବୁଜିଥିବା ୧୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଏହାବ୍ୟତୀତ ଗଞ୍ଜାମ, କୋରାପୁଟ, ରାୟଗଡ଼ା, ଭଦ୍ରକ, ନୟାଗଡ଼ରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

The post ରାଜ୍ୟରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/35lH0p5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages