କୋଭିଡ୍ ହସ୍‌ପିଟାଲ୍‌ରେ ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 21, 2020

କୋଭିଡ୍ ହସ୍‌ପିଟାଲ୍‌ରେ ଅଗ୍ନିକାଣ୍ଡ

କଟକ (ଓଡ଼ିଶା ରିପୋର୍ଟର): କଟକ ଜଗତପୁରର ସ୍ଥିତ ସଦ୍‌ଗୁରୁ କୋଭିଡ୍ ହସ୍‌ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସମସ୍ତ ରୋଗୀ ସୁରକ୍ଷିତ ଅଛନ୍ତି।

କଟକ ଜିଲ୍ଲାପାଳ, ଡିସିପି ଓ ଚିଫ୍ ଫାୟାର ଅଫିସର୍ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି।

ଚିଫ୍ ଫାୟାର ଅଫିସର ଶ୍ରୀକାନ୍ତ ସେଠୀ କହିଛନ୍ତି, ନିଆଁକୁ ଆୟତ୍ତ କରାଯାଇଛି। ହସ୍‌ପିଟାଲ୍‌ରେ ଥିବା ସମସ୍ତ ୧୨୭ କରୋନା ଆକ୍ରାନ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଏହି ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିବା ସମସ୍ତ କରୋନା ଆକ୍ରାନ୍ତଙ୍କୁ ଅନ୍ୟ ହସ୍‌ପିଟାଲ୍‌କୁ ପଠାଇବା କାମ ଆରମ୍ଭ ହୋଇଯାଇଛି। ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ଅନ୍ୟତ୍ର ପଠାଯାଉଛି।

 

 

The post କୋଭିଡ୍ ହସ୍‌ପିଟାଲ୍‌ରେ ଅଗ୍ନିକାଣ୍ଡ appeared first on Odisha Reporter.



from Odisha Reporter https://ift.tt/3kAfet9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages