୫ରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 2, 2020

୫ରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୫ ତାରିଖ ଅର୍ଥାତ ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ।  ଅପରାହ୍ନ ୪ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ ସମ୍ପର୍କରେ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଲେ।

ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଚଳିତ ବର୍ଷ ସବୁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହେଉଛି।   ଅଗଷ୍ଟ ମାସରେ ଯୁକ୍ତ ୨ ବିଜ୍ଞାନ ଓ  ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଛି।

The post ୫ରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ appeared first on Odisha Reporter.



from Odisha Reporter https://ift.tt/3gTIjxI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages