ରାଜ୍ୟରେ ୩୨୩୫ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ୫୦୦ ପାର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 27, 2020

ରାଜ୍ୟରେ ୩୨୩୫ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ୫୦୦ ପାର୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧୯୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି  ୧୩୨୦ ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରେ ଗୋଟିଏ ଦିନରେ ୫୦୦ ପାର୍‌ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲ୍ଲାରୁ କେବଳ ୫୦୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଟକ ରୁ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 


ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୨ ୬୦୯ରେ ପହଞ୍ଚିଥିବା ବେଳେ୧୭୩୫୭୧ ଜଣ ସୁସ୍ଥ ହୋଇ ସାରିଲେଣି।  ଏହାବ୍ୟତୀତ ୩୮୧୭୨ ଆକ୍ଟିଭ କେସ୍‌ ଥିବା ବେଳେ ଆଖି ବୁଜି ସାରିଲେଣି ୮୧୩  ଜଣ।

The post ରାଜ୍ୟରେ ୩୨୩୫ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ୫୦୦ ପାର୍‌ appeared first on Odisha Reporter.



from Odisha Reporter https://ift.tt/3cCND7W

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages