ରାଜ୍ୟରେ କରୋନା ନେଲା ୯ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 20, 2020

ରାଜ୍ୟରେ କରୋନା ନେଲା ୯ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୯  ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଞ୍ଚି ଯାଇଛି।

୯ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ କନ୍ଧମାଳ, ବାଲେଶ୍ୱର, ମୟୂରଭଞ୍ଜ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

The post ରାଜ୍ୟରେ କରୋନା ନେଲା ୯ ଜୀବନ appeared first on Odisha Reporter.



from Odisha Reporter https://ift.tt/3hQnyDg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages