କେନ୍ଦ୍ରାପଡ଼ାରେ ଅନୁଭବ ମହାନ୍ତିଙ୍କ କୁଶପୁତ୍ତଳିକା ଦାହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 6, 2020

କେନ୍ଦ୍ରାପଡ଼ାରେ ଅନୁଭବ ମହାନ୍ତିଙ୍କ କୁଶପୁତ୍ତଳିକା ଦାହ

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ତାତିଲେ ମହିଳା। ଆଜି ତିନିମୁହାଁଣିରେ ସାଂସଦ ଅନୁଭବ ମହାନ୍ତିଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଏପରି କି ଜିଲ୍ଲା  ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଜିଲ୍ଲା ବିଜେପି ସଭାପତି କିଶୋର ପଣ୍ଡା, ବିଧାୟକ ପ୍ରାର୍ଥୀ ସୁନାକର ବେହେରାଙ୍କ ସହ ଜିଲ୍ଲାର ବିଜେପି ନେତୃବୃନ୍ଦ ଓ ଦଳୀୟ କର୍ମୀ ସାମିଲ ହୋଇଥିଲେ। ପତ୍ନୀଙ୍କ ବିରୋଧରେ ଆଣିଥିବା ଅଭିଯୋଗ ପାଇଁ ଅନୁଭବଙ୍କୁ ସାଂସଦ ପଦରୁ ତୁରନ୍ତ ବହିଷ୍କାର କରିବାକୁ ବିଜେପି ଦାବି କରିଛି।

ତେବେ ଏ ସଂପର୍କରେ ଅନୁଭବ କିମ୍ବା ବିଜେଡିର ପ୍ରତିକ୍ରିୟା ମିଳିପାରି ନାହିଁ।

The post କେନ୍ଦ୍ରାପଡ଼ାରେ ଅନୁଭବ ମହାନ୍ତିଙ୍କ କୁଶପୁତ୍ତଳିକା ଦାହ appeared first on Odisha Reporter.



from Odisha Reporter https://ift.tt/3i0cjsW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages