ସମ୍ପର୍କୀୟଙ୍କ ଦ୍ୱାରା ହତ୍ୟାର ଶିକାର ହେଲେ ମହିଳା, ଦୁଇ ଝିଅ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 25, 2020

ସମ୍ପର୍କୀୟଙ୍କ ଦ୍ୱାରା ହତ୍ୟାର ଶିକାର ହେଲେ ମହିଳା, ଦୁଇ ଝିଅ ଗୁରୁତର

କୋଲକାତା: ପାରିବାରିକ କଳହରୁ ଜଣେ ୪୦ ବର୍ଷୀୟା ମହିଳା ହତ୍ୟାର ଶିକାର ହୋଇଛନ୍ତି। ତାଙ୍କର ଦୁଇ ଝିଅ ମଧ୍ୟ ଆକ୍ରମଣର ଶିକାର ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଏ ନେଇ ସୂଚନା ଦେଇଛି କୋଲକାତା ପୁଲିସ।

ଶୁକ୍ରବାର କୋଲକାତାର ଏକବାଲପୁର ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପୁଲିସ କହିଛି ଆକ୍ରମଣକାରୀ ଥାନାରେ ନିଜ ଦୋଷ ସ୍ୱୀକାର କରିଛି। ଏହାପରେ ଗିରଫ କରାଯାଇଛି।

ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଛି ବୋଲି ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମହିଳା ଜଣକ ଆକ୍ରମଣର ଶିକାର ହେବା ପରେ ଗୁରୁତର ହୋଇ ପଡ଼ିଥିଲେ। ଏହାପରେ ସ୍ଥାନୀୟ ଲୋକମାନେ ତାଙ୍କୁ ହସ୍ପିଟାଲ ନେଉଥିଲେ। ହେଲେ ରାସ୍ତାରେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତାଙ୍କର ଦୁଇ ଝିଅଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ରହିଛି।

The post ସମ୍ପର୍କୀୟଙ୍କ ଦ୍ୱାରା ହତ୍ୟାର ଶିକାର ହେଲେ ମହିଳା, ଦୁଇ ଝିଅ ଗୁରୁତର appeared first on Odisha Reporter.



from Odisha Reporter https://ift.tt/3mVTHNu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages