ରାଜ୍ୟରେ ଆଖି ବୁଜିଲେ ଆଉ କରୋନା ୯ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 18, 2020

ରାଜ୍ୟରେ ଆଖି ବୁଜିଲେ ଆଉ କରୋନା ୯ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୯ କରୋନା ଆକ୍ରାନ୍ତ । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୨ ଜଣ ଥିବା ବେଳେ ଭଦ୍ରକ, ବଲାଙ୍ଗିର ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ସେହିପରି ଗଜପତି, ପୁରୀ, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି।


ବରଗଡ଼ରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଥିବା ବେଳେ ଭଦ୍ରକରେ ୧୧, ବଲାଙ୍ଗିରରେ ୧୪, କଟକରେ ୫୭, ଗଜପତିରେ ୨୨, ପୁରୀରେ ୩୫, ରାୟଗଡ଼ାରେ ୩୫ ଓ ସମ୍ବଲପୁରରେ ୨୧ରେ ପହଞ୍ଚିଛି।


ସୂଚନାଯୋଗ୍ୟ,ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦ ଜଣ ଚିହ୍ନଟ ହୋଇଥିବା ବେଳେ ୧,୩୭,୫୬୭ ସୁସ୍ଥ ହୋଇସାରିଲେଣି। ୩୭,୨୩୯ ଜଣ ଚିକିତ୍ସାଧୀନ ଅଛନ୍ତି।

 

The post ରାଜ୍ୟରେ ଆଖି ବୁଜିଲେ ଆଉ କରୋନା ୯ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2EfSeQT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages