ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା ଆକ୍ରାନ୍ତ । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
The post ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ appeared first on Odisha Reporter.
from Odisha Reporter https://ift.tt/35xk0Du
No comments:
Post a Comment