ରାଜ୍ୟରେ କରୋନା ନେଲା ଆଉ ୮ ଜୀବନ, ୫୨୨ରେ ପହଞ୍ଚିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 2, 2020

ରାଜ୍ୟରେ କରୋନା ନେଲା ଆଉ ୮ ଜୀବନ, ୫୨୨ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୮ ଜୀବନ ନେଲା କରୋନା। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ କରୋନାରେ ୮ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଅଛନ୍ତି। ଏହାବ୍ୟତୀତୀ କଟକରୁ ୨ ଜଣ, ଖୋର୍ଦ୍ଧାରୁ ଜଣେ, କନ୍ଧମାଳରୁ ଜଣେ ଓ ବାଲେଶ୍ୱର ଜିଲ୍ଲାରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ କରୋନା ନେଲା ଆଉ ୮ ଜୀବନ, ୫୨୨ରେ ପହଞ୍ଚିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3hUUdsm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages