ଆଜିଠାରୁ ଆରମ୍ଭ ହେବ ଯୁକ୍ତ ୨ ନାମଲେଖା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 20, 2020

ଆଜିଠାରୁ ଆରମ୍ଭ ହେବ ଯୁକ୍ତ ୨ ନାମଲେଖା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ଯୁକ୍ତ ଦୁଇରେ ନାମଲେଖା ଆରମ୍ଭ ହେବ । ପ୍ରଥମ କଟ୍ ଅଫ୍ ମାର୍କ ପାଇଁ ଆଜିଠାରୁ ହାୟର ସେକେଣ୍ଡାରୀ ସ୍କୁଲ ଗୁଡ଼ିକରେ ନାଁ ଲେଖାଯିବ।  ଆସନ୍ତା ୨୬ ତାରିଖ ଯାଏ ଚାଲିବ ଆଡମିଶନ ପ୍ରକ୍ରିୟା ।

କୋଭିଡ୍ ଗାଇଡଲାଇନ୍ ପାଳନ କରି ଆଡମିଶନ କରାଇବାକୁ କ୍ୟାମ୍ପସରେ ବ୍ୟବସ୍ଥା କରାଯାଇଛି । ଏହାସହ ଯେଉଁ ଛାତ୍ରଛାତ୍ରୀ ସ୍ଲାଇଡ୍ ଅପ୍ ପ୍ରକ୍ରିୟାରେ ଭାଗ ନେବାକୁ ଚାହିଁବେ ସେମାନେ ଆଡମିଶନ ପରେ ୨୧ରୁ ୨୯ ତାରିଖ ଯାଏ ଅନଲାଇନରେ  ଆବେଦନ କରିପାରିବେ ।  ଅକ୍ଟୋବର ୩ରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ।

The post ଆଜିଠାରୁ ଆରମ୍ଭ ହେବ ଯୁକ୍ତ ୨ ନାମଲେଖା appeared first on Odisha Reporter.



from Odisha Reporter https://ift.tt/3csSEA9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages