୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ହୋଇପାରେ ଅଧିକ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 13, 2020

୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ହୋଇପାରେ ଅଧିକ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି ଓ ରାୟଗଡ଼ାରେ ଅଧିକ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ବି ହୋଇପାରେ।

ସୂଚନାଯୋଗ୍ୟ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

The post ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ହୋଇପାରେ ଅଧିକ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି appeared first on Odisha Reporter.



from Odisha Reporter https://ift.tt/32tHl7o

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages