ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 16, 2020

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍

କଟକ(ଓଡ଼ିଶା ରିପୋର୍ଟର): କଟକ ଶିଖରପୁର ଲେବଲ୍ କ୍ରସିଂ ନିକଟରେ  ଆଜି ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ୍‌ ହୋଇଥିବା ସୂଚନା ମିଳିଛି। ଭଦ୍ରକରୁ ମାଲ ଗାଡ଼ି ଖୋର୍ଦ୍ଧା ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି। ମାଲବାହୀ ଟ୍ରେନ୍‌ର ଗୋଟିଏ ବଗି ଲାଇନଚ୍ୟୁତ୍ ହୋଇଛି ।

ଖବର ପାଇ ରେଲେଓ୍ୱର ଟେକ୍ନିକାଲ ଟିମ ଓ RPF ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରୁଛନ୍ତି। ୧୦ ନମ୍ବର ଟ୍ରାକ୍‌ରେ  ଏହି ଦୁର୍ଘଟଣା ଘଟିଛି। ତେବେ ଅନ୍ୟ ଯାତ୍ରୀବାହୀ ଟ୍ରେନ ଯିବା ଆସିବାରେ କୌଣସି ଅସୁବିଧା ଦେଖା ଦେଇ ନାହିଁ।

The post ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ appeared first on Odisha Reporter.



from Odisha Reporter https://ift.tt/3izUotz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages