ଭୁବନେଶ୍ୱରରେ କେନ୍ଦ୍ରୀୟ ଟିମ୍, ବନ୍ୟା କ୍ଷୟକ୍ଷତିର ଆକଳନ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 15, 2020

ଭୁବନେଶ୍ୱରରେ କେନ୍ଦ୍ରୀୟ ଟିମ୍, ବନ୍ୟା କ୍ଷୟକ୍ଷତିର ଆକଳନ କରିବେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟାଜନିତ କ୍ଷୟକ୍ଷତି ଆକଳନ ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍ ସଦସ୍ୟ କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଏକ ଜଣିଆ ଟିମ୍ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି

ଏହାପରେ  ଟିମ୍ସଦସ୍ୟମାନେ ବନ୍ୟାରେ ସର୍ବାଧିକ ପ୍ରଭାବିତ ଜିଲ୍ଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ପୁରୀ ଗସ୍ତ କରିବାର  କାର୍ଯ୍ୟକ୍ରମ ରହିଛି ଏହି ଟିମ୍ରେ କୃଷି କୃଷକ କଲ୍ୟାଣ, ଜଳ ସଂପଦ, ଭୂପୃଷ୍ଠ ପରିବହନ ରାଜପଥ, ଗ୍ରାମ୍ୟ ଉନ୍ନୟନ ଅର୍ଥ ମନ୍ତ୍ରାଳୟର ସଦସ୍ୟ ଅଛନ୍ତି

ବନ୍ୟାଞ୍ଚଳ ପରିଦର୍ଶନ ପରେ ଟିମ୍ସଦସ୍ୟମାନେ ୧୭ ତାରିଖରେ ଭୁବନେଶ୍ୱର ଫେରି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କ୍ଷୟକ୍ଷତି ସଂପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି

The post ଭୁବନେଶ୍ୱରରେ କେନ୍ଦ୍ରୀୟ ଟିମ୍, ବନ୍ୟା କ୍ଷୟକ୍ଷତିର ଆକଳନ କରିବେ appeared first on Odisha Reporter.



from Odisha Reporter https://ift.tt/33t3sKi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages