ଅକ୍ଟୋବର ମାସରୁ ଖୋଲିବ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 26, 2020

ଅକ୍ଟୋବର ମାସରୁ ଖୋଲିବ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର) କୋଭିଡ୍‌ କଟକଣା ଭିତରେ ଅକ୍ଟୋବର ମାସରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ଏ ନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, କରୋନାରେ ପର୍ଯ୍ୟଟନ ବିଭାଗ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଅକ୍ଟୋବରରୁ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ତେବେ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ମନ୍ଦିର ଖୋଲିବା ଉପରେ ନିଷ୍ପତ୍ତି ନେବେ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।

The post ଅକ୍ଟୋବର ମାସରୁ ଖୋଲିବ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ appeared first on Odisha Reporter.



from Odisha Reporter https://ift.tt/3kU5l9M

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages