କାମ ସାରି ଫେରୁଥିବା ବେଳେ ଚାଲିଗଲା ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 8, 2020

କାମ ସାରି ଫେରୁଥିବା ବେଳେ ଚାଲିଗଲା ଜୀବନ

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ନିକଟରେ ୧୬ ନଂ ଜାତୀୟ ରାଜପଥରେ ଏକ ବାଇକ୍‌କୁ କାର୍‌ଟିଏ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତ ବ୍ୟକ୍ତିଙ୍କ ନାଁ ଭୋଳାନାଥ ବାଗ। ସେହିପରି ଆହତ ମହିଳାଙ୍କ ନାଁ ନିରୁପମା ମିଶ୍ର।

ସୂଚନା ଅନୁଯାୟୀ, ନୀଳଗିରିର ବାଉଁଶବଣିଆ ଅଞ୍ଚଳର ଭୋଳାନାଥ ବାଗ ଓ ନିରୁପମା ମିଶ୍ର ଫାଲ୍‌କନ୍ ଚିଙ୍ଗୁଡି କଂପାନୀରୁ କାମ ସାରି ବାଇକ୍ ଯୋଗେ ଫେରୁଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ।

ଭୋଳାନାଥଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ନିରୁପମା ଗୁରୁତର ଆହତ ହୋଇଥିବାବେଳେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

The post କାମ ସାରି ଫେରୁଥିବା ବେଳେ ଚାଲିଗଲା ଜୀବନ appeared first on Odisha Reporter.



from Odisha Reporter https://ift.tt/3k0upLU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages